Masthead

ଆକ୍ରମଣରେ ବାପ-ପୁଅ ଗୁରୁତର

ସିମୁଳିଆ(ବଡ଼ ଖବର ବ୍ୟୁରୋ): ବାଲେଶ୍ଵର ଜିଲ୍ଲା ନୂଆପଲ୍ଲୀ ଗ୍ରାମର ନଅ ଜଣ ଯୁବକ ତିନୋଟି ବାଇକରେ ଆସଥିଲେ । ମଧୁସୂଦନ ବେହେରାଙ୍କ ଘରେ ପଶି ଆକ୍ରମଣ କରିଥିଲେ । ରାତିରେ ନୂଆପଲ୍ଲୀ ଗ୍ରାମରେ ମଧୁସୂଦନ ବେହେରା ଓ ପୁଅ ଗୋପାଳ କୃଷ୍ଣ ବେହେରାଙ୍କ ସହ ଘରେ ଥିବା ଅନ୍ୟମାନଙ୍କୁ ଆକ୍ରମଣ କରିଥିଲେ । ଗୁରୁତର ବାପ-ପୁଅଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ସିମୁଳିଆ ମେଡ଼ିକାଲରେ ଭର୍ତ୍ତି କରିଥିଲେ । ଖବର ପାଇ ସିମୁଳିଆ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଘଟଣାର କାରଣ ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା