Masthead

ମାଙ୍କଡ ଆକ୍ରମଣରେ ୨ ଗୁରୁତର

ବାଲିଅନ୍ତା(ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱର ବାଲିଅନ୍ତା ବ୍ଲକ ସାରକଣା ବାଲିଗୁଣ୍ଡି ଗ୍ରାମରେ ଆଜି ସକାଳୁ ସକାଳୁ ମାଙ୍କଡ଼ ଆକ୍ରମଣରେ ୨ଜଣ ଗୁରୁତର ହୋଇଛନ୍ତି । ଗୁରୁତର ୨ ଜଣ ବାଲିଗୁଣ୍ଡି ଗ୍ରାମର ମହେନ୍ଦ୍ର ବେହେରା ଓ ସତ୍ୟଭାମା ମହାପାତ୍ର । ମହେନ୍ଦ୍ର ନିତ୍ୟକର୍ମ ସାରି ଘରକୁ ଫେରିବାବେଳେ ମାଙ୍କଡ ହାବୁଡରେ ପହିଯାଇଥିଲେ । ସେହିପରି ସତ୍ୟଭାମା ନିଜ ଘର ବାହାରେ ବସିଥିବାବେଳେ ମାଙ୍କଡ ତାଙ୍କୁ ମଧ୍ୟ ଆକ୍ରମଣ କରିଥିଲା । ଆହତ ୨ ଜଣ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ବନ ବିଭାଗକୁ ଗ୍ରାମବାସୀ ଖବର ଦେଇଥିଲେ । ମାତ୍ର ମିଳିଥିଳା ଅଜବ ଉତ୍ତର । ଷ୍ଟାଫ ନାହାନ୍ତି, ଆସିଲେ ଷ୍ଟାଫ ପଠାଇବୁ ବୋଲି ବନବିଭାଗ ଅଧିକାରୀ କହିଥିବା ଗ୍ରାମବାସୀ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା