Masthead

ଗୁଣିଗାରେଡି ମାଧ୍ୟମରେ ମୃତ ଶିଶୁ କନ୍ୟାକୁ ଜୀବିତ ଉଦ୍ୟମ

ବାଲିଆପାଳ (ବଡ଼ ଖବର ବ୍ୟୁରୋ): ବାଲେଶ୍ୱର ଜିଲ୍ଲା ବାଲିଆପାଳ ଥାନା ଗେଙ୍ଗୁଟିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଗୁଣି ଗାରେଡି ମାଧ୍ୟମରେ ୩ ବର୍ଷର ଶିଶୁ କନ୍ୟାକୁ ଜୀବିତ କରିବା ପାଇଁ ଗୁଣିଆର ଉଦ୍ୟମ ଜାରି । ଶ୍ମଶାନରେ ମଶାରୀ ଭିତରେ ଶିଶୁ କନ୍ୟାକୁ ରଖି ପୂଜାର୍ଚ୍ଚନା କରୁଥିବାର ଭିଡିଓ ଭାଇରାଲ ହେବାରେ ଲାଗିଛି ।

ସୂଚନା ଅନୁସାରେ ଡଗରା ବେଳାଭୂମିରେ ମହାବାରୁଣୀ ସ୍ନାନ ପାଇଁ ଶିଶୁଟିର ପରିବାର ଲୋକେ ତାକୁ ସାଙ୍ଗରେ ନେଇ ଯାଇଥିଲେ । ଘରକୁ ଫେରିବା ପରେ ଶିଶୁଟି ଅଣନିଶ୍ୱାସ ହୋଇ ପଡି ମୃତ୍ୟୁବରଣ କରିଛି । ଫଳରେ ପରିବାର ଲୋକେ ବାଲିଆପାଳର ଏକ ଗୁଣି ସାହାଯ୍ୟରେ ଶିଶୁଟିକୁ ଝଡାଫୁଙ୍କା ଏବଂ ପୂଜାର୍ଚ୍ଚନାନା କରି ବଞ୍ଚାଇବା ପାଇଁ ଉଦ୍ୟମ କରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ