Masthead

ଗୁଣିଗାରେଡି ମାଧ୍ୟମରେ ମୃତ ଶିଶୁ କନ୍ୟାକୁ ଜୀବିତ ଉଦ୍ୟମ

ବାଲିଆପାଳ (ବଡ଼ ଖବର ବ୍ୟୁରୋ): ବାଲେଶ୍ୱର ଜିଲ୍ଲା ବାଲିଆପାଳ ଥାନା ଗେଙ୍ଗୁଟିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଗୁଣି ଗାରେଡି ମାଧ୍ୟମରେ ୩ ବର୍ଷର ଶିଶୁ କନ୍ୟାକୁ ଜୀବିତ କରିବା ପାଇଁ ଗୁଣିଆର ଉଦ୍ୟମ ଜାରି । ଶ୍ମଶାନରେ ମଶାରୀ ଭିତରେ ଶିଶୁ କନ୍ୟାକୁ ରଖି ପୂଜାର୍ଚ୍ଚନା କରୁଥିବାର ଭିଡିଓ ଭାଇରାଲ ହେବାରେ ଲାଗିଛି ।

ସୂଚନା ଅନୁସାରେ ଡଗରା ବେଳାଭୂମିରେ ମହାବାରୁଣୀ ସ୍ନାନ ପାଇଁ ଶିଶୁଟିର ପରିବାର ଲୋକେ ତାକୁ ସାଙ୍ଗରେ ନେଇ ଯାଇଥିଲେ । ଘରକୁ ଫେରିବା ପରେ ଶିଶୁଟି ଅଣନିଶ୍ୱାସ ହୋଇ ପଡି ମୃତ୍ୟୁବରଣ କରିଛି । ଫଳରେ ପରିବାର ଲୋକେ ବାଲିଆପାଳର ଏକ ଗୁଣି ସାହାଯ୍ୟରେ ଶିଶୁଟିକୁ ଝଡାଫୁଙ୍କା ଏବଂ ପୂଜାର୍ଚ୍ଚନାନା କରି ବଞ୍ଚାଇବା ପାଇଁ ଉଦ୍ୟମ କରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା