Masthead

ଟ୍ରାକ୍ଟରକୁ ଓଭରଟେକ୍ କରିବା ହେଲା କାଳ

ବାଲିଗୁଡା (ବଡ଼ ଖବର ବ୍ୟୁରୋ): ଟ୍ରାକ୍ଟରକୁ ଓଭରଟେକ୍ କରିବା ହେଲା କାଳ । ଜଣେ ମୃତ ଦୁଇ ଗୁରୁତର। ମୃତକ ହେଲେ ଦିଲ୍ଲୀପ ମଲ୍ଲିକ। ଦିଲ୍ଲିପ ଓ ତାଙ୍କ ଭଉଣୀ ମମତା ମଲ୍ଲିକ, ପତ୍ନୀ ମମତା କହଁର ନିଜ ଘର କୁଡୁକେଲିକିଆ ଠାରୁ ବାରଖମା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଆସୁଥିବା ସମୟରେ ଜୁନାଗାଁ ଠାରେ ଟ୍ରାକ୍ଟରକୁ ଓଭରଟେକ୍ କରିବା ସମୟରେ ଟ୍ରାକ୍ଟର ସହ ଧକ୍କା ହୋଇଥିଲା । ଫଳରେ ବାଇକ ଚାଳକ ଦିଲୀପ ମଲ୍ଲିକଙ୍କ ଘଟଣା ସ୍ଥଳରେ ମୃତ୍ୟୁ ଘଟିଥିଲା ।

ତାଙ୍କ ଭଉଣୀ ଓ ପତ୍ନୀ ଗୁରୁତର ଅବସ୍ଥାରେ ପଡ଼ିଥିଲେ। ସ୍ଥାନୀୟ ଅଞ୍ଚଳର ଲୋକମାନଙ୍କ ଦ୍ୱାରା ଏକ ଅଟୋ ଯୋଗେ ବାରଖମା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଅଣାଯାଇଥିଲା। ଡକ୍ଟର ଗୁରୁତରଙ୍କୁ ପ୍ରାଥମିକ ଚିକିତ୍ସା ପରେ ଜଣଙ୍କୁ ଫୁଲବାଣୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରିଥିଲେ। ମୃତ ଦିଲ୍ଲୀପଙ୍କୁ ଶବ ବ୍ୟବଚ୍ଛେଦ ନିମନ୍ତେ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟକୁ ନିଆଯାଇଥିଲା।ବାଲିଗୁଡ଼ା ପୋଲିସ ପହଞ୍ଚି ଟ୍ରାକ୍ଟରକୁ ଜବତ କରିବା ସହିତ ଅଧିକ ତଦନ୍ତ ଚଳାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା