Masthead

ଓଲଟିଲା ପ୍ରଚାର ଗାଡ଼ି

ବାଲିଗୁଡା (ବଡ଼ ଖବର ବ୍ୟୁରୋ): ଓଲଟିଲା ପ୍ରଚାର ଗାଡି। ଗାଁ କୁ ରାସ୍ତା ନଥିବା ଯୋଗୁଁ କଂଗ୍ରେସର ପ୍ରଚାର ଗାଡି ପୋଖରୀରେ ଓଲଟି ପଡିଥିବା ଦେଖିବାକୁ ମିଳିଛି। ଏପରି ଘଟଣା କଷାଫଳ ପଞ୍ଚାୟତର ବାର ମାଣିଆ ଦାସ ସାହିରେ ଦେଖିବାକୁ ମିଳିଛି। କଂଗ୍ରେସର ପ୍ରଚାର ଗାଡି ରାସ୍ତାରେ ଯାଉଥିବା ବେଳେ ସଙ୍କୀର୍ଣ୍ଣ ରାସ୍ତା ଯୋଗୁ ରାସ୍ତା କଡ଼ରେ ଥିବା ପୋଖରୀକୁ ଓଲଟି ପଡିଥିଲା। ସ୍ଥାନୀୟ ବାସିନ୍ଦା ରସିଲଗାଇ ଅଟୋଟିକୁ ବହୁ କଷ୍ଟରେ ପୋଖରୀରୁ ବାହାର କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ