Masthead

ଡିସେମ୍ବର ୪ଯାଏଁ ଚାଲିବ ବାଲିଯାତ୍ରା, ଅଣ୍ଡର ୱାଟର ଆକ୍ୱାରିଅମ ମୁଖ୍ୟ ଆକର୍ଷଣ

କଟକ(ବଡ଼ ଖବର ବ୍ୟୁରୋ): ଆଜିଠୁ ଐତିହାସିକ କଟକ ବାଲିଯାତ୍ରା । ଡିସେମ୍ବର ୪ଯାଏଁ ଚାଲିବ ବାଲିଯାତ୍ରା । ଚଳିତ ବର୍ଷ ପଡିଛି ୧୬ଶହ ଷ୍ଟଲ । ମୁଖ୍ୟ ଆକର୍ଷଣ ଗ୍ରାମୀଣ କଟକର ଝଲକ, ଅଣ୍ଡର ୱାଟର ଆକ୍ୱାରିଅମ । ଉତ୍କଳୀୟ ପରମ୍ପରାକୁ ବହନ କରୁଥିବା ଏହି ଐତିହାସିକ ମହୋତ୍ସବକୁ ଅଧିକ ଆକର୍ଷଣୀୟ କରିବା ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । କଟକ ଇନ୍ କଟକ ମଧ୍ୟରେ ପ୍ରାୟ ୧୦ଟି ସେଲଫି ଜୋନ ପ୍ରସ୍ତୁତ କରାଯାଇଛି । ଭିଡକୁ ନଜରରେ ରଖି ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ କଡାକଡି କରାଯାଇଛି । ବିଶେଷକରି ଟ୍ରାଫିକ୍ ବ୍ୟବସ୍ଥା ନିୟନ୍ତ୍ରଣ କରିବାକୁ ବିଶେଷ ଯୋଜନା କରିଛି କମିଶନରେଟ୍ ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ