Masthead

ବାଲିକୁଦା-ଏରସମା ବିଜେଡିରେ ବିଦ୍ରୋହ, ସ୍ୱାଧୀନ ଭାବେ ନିର୍ବାଚନ ଲଢ଼ିବେ ସଞ୍ଜୀବ ବିଶ୍ୱାଳ

ଏରସମା(ବଡ଼ ଖବର ବ୍ୟୁରୋ): ନିର୍ବାଚନ ସମୟ ଯେତେ ପାଖେଇ ଆସୁଛି ବାଲିକୁଦା ଏରସମା ନିର୍ବାଚନ ମଣ୍ଡଳୀ ବିଜେଡିରେ ବିଦ୍ରୋହ ସେତେ ବଢ଼ି ଚାଲିଛି। ଆଜି ବାଲିକୁଦା କରକେଇ ପୀଠରେ ବିଜେଡ଼ି ବିଧାୟକ ପ୍ରାର୍ଥୀ ଶାରଦା ପ୍ରସନ୍ନ ଜେନାଙ୍କ ନେତୃତ୍ବରେ ନିର୍ବାଚନ ପ୍ରସ୍ତୁତି ବୈଠକ ଚାଲୁଥିବାବେଳେ ବାଇକ ରାଲି କରିଛନ୍ତି ଅସନ୍ତୋଷ ବିଜେଡି ନେତା ସଞ୍ଜୀବ ବିଶ୍ବାଳ । ଯାହାକୁ ଦେଖି କିଛି ସମୟ ପାଇଁ ତାଯୁବ ହୋଇଯାଇଥିଲେ ଶାରଦା ପ୍ରସନ୍ନ ଜେନା।

ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ମୋ ପ୍ରତି ଅବିଚାର କରିଛନ୍ତି, ମୁଁ ଲୋକମାନଙ୍କ ସେବା ପାଇଁ ସ୍ୱାଧୀନ ଭାବେ ନିର୍ବାଚନ ଲଢ଼ିବି ଆଉ ଜିତିବି ବୋଲି କହିଛନ୍ତି ସଞ୍ଜୀବ ବିଶ୍ବାଳ। ସେପଟେ ଉପରିସ୍ଥ ନେତୃତ୍ଵ ମାନଙ୍କ ଦ୍ବାରା ସଞ୍ଜୀବ ବିଶ୍ବାଳଙ୍କୁ ବୁଝାଇବାକୁ ଚେଷ୍ଟା କରାଯିବ ବୋଲି କହିଛନ୍ତି ଶାରଦା ପ୍ରସନ୍ନ ଜେନା। ଯଦି ବିଜୁ ଜନତା ଦଳରେ ଏଭଳି ବିଦ୍ରୋହ ଲାଗିରହେ କିମ୍ଵା ଦଳର ଟାଣୁଆ ନେତା ସଞ୍ଜୀବ ବିଶ୍ବାଳ ସ୍ୱାଧୀନ ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ନ୍ତି ତେବେ ବାଲିକୁଦା ଏରସମା ନିର୍ବାଚନ ମଣ୍ଡଳୀ ବିଜେଡି ହାତରୁ ଖସିଯିବାର ସମ୍ଭାବନା ଅଧିକ ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି