Masthead

ବସ୍ ହାଇୱା ମୁହାଁମୁହିଁ ଧକ୍କା

ବଣାଇ (ବଡ଼ ଖବର ବ୍ୟୁରୋ): ସୁନ୍ଦରଗଡ ଜିଲ୍ଲା ବଣାଇ ଉପଖଣ୍ଡର ଲହୁଣୀପଡା ଥାନା ରାଜାମୁଣ୍ଡା ବାଇପାସ ଛକ ନିକଟରେ ବସ ଓ ହାଇୱ ମଧ୍ୟରେ ଧକ୍କା । ପ୍ରାୟ ୩୦ରୁ ଉର୍ଦ୍ଧ୍ବ ଯାତ୍ରୀ ଥିବାବେଳେ ତିନି ଆହତ ଓ ଦୁଇ ଗୁରୁତର । ଗୁରୁତରଙ୍କୁ ରାଉରକେଲା ସ୍ଥାନାନ୍ତରିତ କରାଯାଇଛି । ଲିଙ୍ଗରାଜ ନାମକ ଏକ ଘରୋଇ ବସ ରାଉରକେଲାରୁ ବଡ଼ବିଲ ଅଭିମୁଖେ ଯାଉଥିବା ବେଳେ ସାମ୍ନା ପଟୁ ଏକ ହାଇୱା ଗାଡି ସହ ମୁହାଁମୁହିଁ ଧକ୍କା ହୋଇଥିବା ଜଣା ପଡ଼ିଛି।

ସ୍ଥାନୀୟ ଲୋକଙ୍କ ସହାୟତ୍ତାରେ ଆମ୍ବୁଲାନ୍ସ ଯୋଗେ ଗୁରୁତର ଥିବା ଯାତ୍ରୀଙ୍କୁ ଲହୁଣୀପଡ଼ା ଚିକିତ୍ସାଳୟକୁ ନିଆଯାଇ ତାଙ୍କର ପ୍ରାଥମିକ ଚିକିତ୍ସା କରା ଯାଉଥିବା ବେଳେ ଲହୁଣୀପଡ଼ା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଉଭୟ ଗାଡ଼ିକୁ ସିଜ୍ କରିବା ସହିତ ଘଟଣାର ତଦନ୍ତ କରୁଥିବା ଜଣା ପଡ଼ିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ