Masthead

ଓଲଟିଲା ବରଯାତ୍ରୀ ଗାଡି, ୧୫ରୁ ଅଧିକ ଆହତ

ବଣାଇ (ବଡ଼ ଖବର ବ୍ୟୁରୋ): ବରଯାତ୍ରୀ ପିକଅପ ଭ୍ୟାନ ଓଲଟି ୧୫ରୁ ଅଧିକ ଆହତ । ଦୁଇ ଗୁରୁତର । ସୁନ୍ଦରଗଡ଼ ଜିଲ୍ଲା ଟୀକାୟତ ପାଲି ଥାନା କୁଲୁକୁତା ଘାଟିରେ ବରଯାତ୍ରୀ ପିକପ ଭ୍ୟାନ ଓଲଟି ପଡିବାରୁ ପ୍ରାୟ୧୫ରୁ ଅଧିକ ଆହତ ହୋଇଥିବାବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି ।

ଗୁରୁତରଙ୍କୁ ରାଉରକେଲା ସ୍ଥାନତାରିତ କରାଯାଇଛି । ଅନ୍ୟମାନେ ବଣାଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଜଣ୍ଡାରୁ ସରାଗଡ଼ିହି ଏକ ବାହାଘରକୁ ଯାଉଥିବା ବେଳେ ଏଭଳି ଦୁର୍ଘଟଣା ଘଟିଛି । ଟୀକାୟତ ପାଲି ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା