Masthead

୯ରେ ହେବ ବନକଲାଗି

ପୁରୀ  (ବଡ଼ ଖବର ବ୍ୟୁରୋ):   ଅପେକ୍ଷାର ଅନ୍ତ ଘଟିଛି । ବହୁ ବାଦ ବିବାଦ ପରେ ହେବ ମହାପ୍ରଭୁଙ୍କ ବନକଲାଗି ନୀତି ହେବ । ଆସନ୍ତା ୯ରେ ହେବ ଶ୍ରୀଜିଉଙ୍କ ବନକଲାଗି । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ବିଶେଷ ନୀତି ଥିବାରୁ କାଲି ବନକଲାଗି ହେବନି । ତେଣୁ ଆସନ୍ତା ୯ ତାରିଖ ବୁଧବାର ବନକଲାଗି ପାଇଁ ନିଷ୍ପତ୍ତି ନିଆଯାଇଛି । ଶ୍ରୀମନ୍ଦିର ପ୍ରଶାସନ ଓ ସେବାୟତ ବିବାଦ କାରଣରୁ ଦିନକୁ ଦିନ ମଳିନ ପଡ଼ିଆସୁଥିବା ଶ୍ରୀଜିଉଙ୍କ ବନକଲାଗି ଆସନ୍ତା ବୁଧବାର ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ