Masthead

୯ରେ ହେବ ବନକଲାଗି

ପୁରୀ  (ବଡ଼ ଖବର ବ୍ୟୁରୋ):   ଅପେକ୍ଷାର ଅନ୍ତ ଘଟିଛି । ବହୁ ବାଦ ବିବାଦ ପରେ ହେବ ମହାପ୍ରଭୁଙ୍କ ବନକଲାଗି ନୀତି ହେବ । ଆସନ୍ତା ୯ରେ ହେବ ଶ୍ରୀଜିଉଙ୍କ ବନକଲାଗି । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ବିଶେଷ ନୀତି ଥିବାରୁ କାଲି ବନକଲାଗି ହେବନି । ତେଣୁ ଆସନ୍ତା ୯ ତାରିଖ ବୁଧବାର ବନକଲାଗି ପାଇଁ ନିଷ୍ପତ୍ତି ନିଆଯାଇଛି । ଶ୍ରୀମନ୍ଦିର ପ୍ରଶାସନ ଓ ସେବାୟତ ବିବାଦ କାରଣରୁ ଦିନକୁ ଦିନ ମଳିନ ପଡ଼ିଆସୁଥିବା ଶ୍ରୀଜିଉଙ୍କ ବନକଲାଗି ଆସନ୍ତା ବୁଧବାର ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ