Masthead

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି

ପୁରୀ (ବଡ଼ ଖବର ବ୍ୟୁରୋ):  ଅନେକ ବାଦ ବିବାଦ ପରେ ଆଜି ହେବ ମହାପ୍ରଭୁଙ୍କ ବନକଲାଗି । ଦ୍ୱିତୀୟ ଭୋଗ ମଣ୍ଡପ ଭୋଗ ଶେଷ ହେବା ପରେ ଏହି ନୀତି କରାଯିବ । ଏଥିପାଇଁ ସଂଧ୍ୟା ୬ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ । ଦୀର୍ଘ ଦେଢ ମାସ ପରେ ମହାପ୍ରଭୁଙ୍କ ବନକଲାଗି କରାଯିବ । ଶ୍ରୀମନ୍ଦିର ପ୍ରଶାସନ ଓ ଦତମହାପାତ୍ର ସେବାୟତଙ୍କ ମଧ୍ୟରେ ସମନ୍ୱୟର ଅଭାବ ଯୋଗୁଁ ବନକଲାଗି ନୀତି ହୋଇପାରିନଥିଲା । ବୁଧବାର ବନକଲାଗି କରିବା ପାଇଁ ପ୍ରଶାସନ କହୁଥିବା ବେଳେ ଗୁରୁବାର ନୀତି କରିବା ପାଇଁ ଦାବି କରିଥିଲେ ଦତମହାପାତ୍ର ସେବାୟତ । ନୀଳାଦ୍ରି ବିଜେ ପରେ ପ୍ରାୟ ଦେଢ ମାସ ପରେ ମହାପ୍ରଭୁଙ୍କ ବନକଲାଗି ନୀତି ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ