Masthead

ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ଦର୍ଶନ ବନ୍ଦ

ପୁରୀ(ବଡ଼ ଖବର ବ୍ୟୁରୋ): ସ୍ନାନଯାତ୍ରା ପୂର୍ବରୁ ମହାପ୍ରଭୁଙ୍କ ବନକଲାଗି ନୀତି । ରତ୍ନବେଦୀରେ ହେବ ଗୁପ୍ତନୀତି । ଦ୍ୱିତୀୟ ଭୋଗ ଶେଷ ପରେ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ସନ୍ଧ୍ୟା ୬ରୁ ରାତିି ୧୦ ଯାଏଁ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ । ଏହି ନୀତି ଅନୁସାରେ ଶ୍ରୀଜିଉଙ୍କ ମୁଖମଣ୍ଡଳକୁ ସଜ୍ଜିତ କରାଯିବ। ଏହି ସମୟରେ ବନ୍ଦ ରହିବ ଦର୍ଶନ।ତେବେ ସନ୍ଧ୍ୟା ୬ଟା ପର୍ୟ୍ୟନ୍ତ ଶ୍ରୀଜିଉଙ୍କ ଦର୍ଶନ କରିହେବ। ତା’ପରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ରାତି ୧୦ଟା ପର୍ଯ୍ୟନ୍ତ ୪ ଘଣ୍ଟା ଧରି ଏହି ନୀତି କରାଯିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ