Masthead

ବନକଲାଗି ନୀତି ପାଇଁ ଆଜି ୪ ଘଣ୍ଟା ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ

ପୁରୀ (ବଡ଼ ଖବର ବ୍ୟୁରୋ):  ଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ । ବନକଲାଗି ନୀତି ପାଇଁ ୪ ଘଣ୍ଟା ଧରି ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ ରହିବ। ଅପରାହ୍ନ ୪ଟାରୁ ରାତି ୮ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର ହେବ । ଶ୍ରୀମନ୍ଦିରରେ ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବା ପରେ ଅପରାହ୍ନ ୪ଟାରୁ ନୀତି ଅନୁଷ୍ଠିତ ହେବ । ରାତି ୮ଟାରେ ବନକଲାଗି ନୀତି ଶେଷ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି