Masthead

ଶ୍ରୀଜିଉଙ୍କ ବନକଲାଗି ପାଇଁ ଶ୍ରୀମନ୍ଦିରରେ ୩ ଘଣ୍ଟା ଦର୍ଶନ ବନ୍ଦ

ପୁରୀ(ବଡ଼ ଖବର ବ୍ୟୁରୋ): ଆଜି ମାଘ ଶୁକ୍ଳ ଦ୍ୱାଦଶୀ । ଏହି ଅବସରରେ ପୁରୀ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ବନକଲାଗି ନୀତି। ଦ୍ୱିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରି ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଆଦି ପାରମ୍ପରିକ ରଙ୍ଗ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଛି। ତେଣୁ ସନ୍ଧ୍ୟା ୬ଟାରୁ ରାତି ୯ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ ।

ବନକଲାଗି ନୀତି ପରେ ଠାକୁରଙ୍କୁ ମହାସ୍ନାନ କରାଯାଇ ପୁନର୍ବାର ଦର୍ଶନ ସହ ଅନ୍ୟ ନୀତିକାନ୍ତି ଆରମ୍ଭ ହେବ। ସେପଟେ ଫେବୃଆରୀ ୨୩ ତାରିଖରୁ ନାଟମଣ୍ଡପ ଅବଶିଷ୍ଟ ମରାମତି କା~ðý ଆରମ୍ଭ ହୋଇ ୧୯ ମାର୍ଚ୍ଚ ମଧ୍ୟରେ ନାଟମଣ୍ଡପ କାମ ଶେଷ କରିବାକୁ ବୈଠକରେ ନିଷ୍ପତି ହୋଇଛି । ନିଳାଦ୍ରୀ ଭକ୍ତ ନିବାସରେ ଛତିଶା ନିଯୋଗର ବୈଠକରେ ଏହି ନିଷ୍ପତି ନିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ