Masthead

ଆଜି ଶ୍ରୀଜିଉଙ୍କ ବନକଲାଗି: ୪ଘଣ୍ଟା ଦର୍ଶନ ବନ୍ଦ

ପୁରୀ (ବଡ଼ ଖବର ବ୍ୟୁରୋ):  ଶ୍ରାବଣ ମାସ ଶୁକ୍ଳ ପକ୍ଷ ତୃତୀୟା ତିଥି। ଆଜି  ଶ୍ରୀମନ୍ଦିର ରତ୍ନ ସିଂହାସନରେ ଦାରୁବ୍ରହ୍ମଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ଣ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ବିତୀୟ ଭୋଗ ମଣ୍ଡପ ନୀତି ପରେ ମହାପ୍ରଭୁଙ୍କୁ ଦିବା ପହୁଡ଼ ଆଳତି କରାଯିବ। ଭିତରୁ ଜୟ ବିଜୟ ଦ୍ବାର ବନ୍ଦ କରାଯିବ।

ଦତ୍ତ ମହାପାତ୍ର ସେବକ ଭିତରେ ପ୍ରବେଶ କରିବେ। ବିଭିନ୍ନ ପ୍ରାକୃତିକ ରଙ୍ଗରେ ସେମାନେ ପ୍ରଭୁ ଶ୍ରୀବଳଭଦ୍ର, ଶ୍ରୀଜଗନ୍ନାଥ, ଦେବୀ ସୁଭଦ୍ରା ଏବଂ ଚକ୍ରରାଜ ଶ୍ରୀ ସୁଦର୍ଶନଙ୍କ ଶ୍ରୀମୁଖ ସିଂହାର କରିବେ। ଏହି ନୀତି ସମ୍ପନ୍ନ ପରେ ଠାକୁରଙ୍କୁ ମହାସ୍ନାନ ଏବଂ ବେଶ କରାଯିବ। ଏହାପରେ ସନ୍ଧ୍ୟା ଆଳତି, ସନ୍ଧ୍ୟା ଧୂପ, ଚନ୍ଦନ ଲାଗି, ବଡ଼ ସିଂହାର ବେଶ, ବଡ଼ ସିଂହାର ଭୋଗ ଏବଂ ରାତ୍ର ପହୁଡ଼ ନୀତି ଅନୁଷ୍ଠିତ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ