Masthead

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ପୁରୀ(ବଡ଼ ଖବର ବ୍ୟୁରୋ):ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି । ଏଥିପାଇଁ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ । ଦ୍ଵିତୀୟ ଭୋଗମଣ୍ଡପ ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ ।

ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତତୁ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ । ହିଙ୍ଗୁଳ, ହରିତାଳ, କସ୍ତରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆଜି ସନ୍ଧ୍ୟା ପ୍ରାୟ ୬ଟାରୁ ରାତି ୧୦ଟା ପର୍ୟ୍ୟନ୍ତ ଚାରି ଘଣ୍ଟା ବନ୍ଦ ରହିବ ଦର୍ଶନ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା