Masthead

ମରାମତି ପରେ ଗଡ଼ିଲା ବନ୍ଦେ ଭାରତ ଏକ୍ସପ୍ରେସ

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ):  ଟ୍ରାକ୍‌ ମରାମତି ପରେ ଗଡ଼ିଲା ବନ୍ଦେ ଭାରତ ଏକ୍ସପ୍ରେସ । ଦୁର୍ଘଟଣାସ୍ଥଳ ବାହାନଗା ଷ୍ଟେସନ ଦେଇ ଅତିକ୍ରମ କଲା ବନେ୍ଦ ଭାରତ ଟ୍ରେନ । ଘଣ୍ଟା ପ୍ରତି ୧୫/୨୦ କିମି ବେଗରେ ମନ୍ଥର ଗତିରେ ଗଲା । ହାୱଡ଼ାରୁ ପୁରୀ ଅଭିମୁଖେ ବାହାରିଛି ବନ୍ଦେ ଭାରତ । ୫୧ ଘଣ୍ଟା ପରେ କାଲି ଟ୍ରାକ୍‌ ମରାମତି କାମ ଶେଷ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା