Masthead

ଆଜି ଠୁ ସ୍ୱାଭାବିକ ହେବ ବନ୍ଦେ ଭାରତ ଏକ୍ସପ୍ରେସ

ଭୁୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ଠୁ ସ୍ୱାଭାବିକ ହେବ  ବନ୍ଦେ ଭାରତ ଏକ୍ସପ୍ରେସ । କାଲି କାଳବୈଶାଖୀ ନେଇ ହାୱଡ଼ା-ପୁରୀ ବନ୍ଦେ ଭଦ୍ରକ ମଞ୍ଜୁରୀ ରୋଡ ନିକଟ ବୈତରଣୀ ପୋଲ ଉପରେ ଅଟକି ରହିଥିଲା । କାଳବୈଶାଖୀ ମାଡରେ ଲୋକୋ ପାଇଲଟ ସାମ୍ନା କାଚ ଭାଙ୍ଗିଥିଲା । ଯାହା ଫଳରେ ୩ ଘଣ୍ଟା ଧରି ଅଟକି ରହିଥିଲା ଟ୍ରେନ । ଟ୍ରେନଟି ଟ୍ରାକରେ ଠିଆ ହୋଇଥିବାରୁ ଡାଉନଲାଇନରେ ସମସ୍ତ ଗାଡ଼ି ଚଳାଚଳ ବନ୍ଦ ରହିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ