Masthead

‘ବନ୍ଦେ ଭାରତ’ ଟ୍ରେନକୁ ପଥର ମାଡ଼, ଯାତ୍ରୀ ଅସନ୍ତୋଷ

ପଶ୍ଚିମବଙ୍ଗ (ବଡ଼ ଖବର ବ୍ୟୁରୋ): ପଶ୍ଚିମବଙ୍ଗରେ ପୁଣିଥରେ ବନ୍ଦେ ଭାରତ ଟ୍ରେନ୍ ଉପରକୁ ପଥରମାଡ । ଟ୍ରେନଟି ହାୱଡା ଯାଉଥିବାବେଳେ ଫରକ୍କା ନିକଟରେ ପଥର ମାଡ଼ ହୋଇଥିଲା । ଫଳରେ ଟ୍ରେନର କାଚ ଭାଙ୍ଗି ଯାଇଥିଲା । ରେଲୱେ ଅଧିକାରୀ କୌଶିକ ମିଶ୍ର ଏହି ଘଟଣା ସମ୍ପର୍କରେ ସୂଚନା ଦେଇ ଏହା ଦୁର୍ଭାଗ୍ୟପୂର୍ଣ୍ଣ ବୋଲି କହିଛନ୍ତି । ସେ କହିଛନ୍ତି ଘଟଣାର ଯାଞ୍ଚ ନିର୍ଦ୍ଦେଶ ଦିଆଯାଇଛି । ଏହାକୁ ଗମ୍ଭିରତାର ସହ ନିଆଯାଇଛି । ସେହିଭଳି ଆଗକୁ ଯେମିତି ଏହି ଘଟଣାର ପୁନରାବୃତ୍ତି ନ ହୁଏ ଏହାକୁ ନେଇ ସଚେତନ କରାଯାଇଛି ।

ଏହି ଘଟଣା ପରେ ଯାତ୍ରୀଙ୍କ ମଧ୍ୟରେ ମଧ୍ୟ ଅସନ୍ତୋଷ ଦେଖାଯାଇଛି । ଆଉ କେତେଜଣ ଦ୍ୱିତୀୟ ଥର ଯାତ୍ରା କରିବାକୁ ନେଇ ଭୟଭୀତ ହୋଇଯାଇଥିବା ପ୍ରକାଶ କରିଛନ୍ତି । ସୂଚନାଯୋଗ୍ୟ, ଗତବର୍ଷ ବି ଦାର୍ଜିଲିଂର ଫାଁସିଦେବାରେ ବି ବନ୍ଦେ ଭାରତ ଟ୍ରେନ ଉପରେ ପଥରମାଡ ହୋଇଥିଲା । ଯେଉଁଥିରେ ଟ୍ରେନର ଅଧିକାଂଶ କାଚ ଭାଙ୍ଗି ଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ