Masthead

ମାଧ୍ୟମିକ ପାଠ୍ୟକ୍ରମରେ ସାମିଲ ‘ବନ୍ଦେ ଉତ୍କଳ ଜନନୀ’

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ତାଲାବନ୍ଦ କାରଣରୁ ପାଠପଢ଼଼ା ବ୍ୟାହତ ହେଉଥିବାରୁ ଗତବର୍ଷ ପରି ଚଳିତ ବର୍ଷ ମଧ୍ୟ ନବମ ଓ ଦଶମ ଶ୍ରେଣୀର ୩୦% ପାଠ୍ୟକ୍ରମ ହ୍ରାସ କରାଯିବା ନିମନ୍ତେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିସହ କାନ୍ତକବି ଲକ୍ଷ୍ମୀକାନ୍ତଙ୍କ ରଚିତ ‘ବନ୍ଦେ ଉତ୍କଳ ଜନନୀ’ ସଙ୍ଗୀତକୁ ମଧ୍ୟ ନବମ ଓ ଦଶମ ଶ୍ରେଣୀ ପାଠ୍ୟକ୍ରମରେ ଚଳିତ ବର୍ଷଠାରୁ ସାମିଲ କରାଯାଇଛି। ଛାତ୍ରଛାତ୍ରୀମାନେ ପ୍ରଥମ ଭାଷା ଓଡ଼ିଆରେ ଏହାକୁ ଅଧ୍ୟୟନ କରିବେ ବୋଲି ବୋର୍ଡ ସୂତ୍ରରୁ ଜଣାଯାଇଛି।

ଛାତ୍ରଛାତ୍ରୀଙ୍କ ସୁରକ୍ଷା ଓ ସ୍ୱାସ୍ଥ୍ୟକୁ ଗୁରୁତ୍ୱ ଦିଆଯାଇ ପାଠ୍ୟକ୍ରମକୁ ହ୍ରାସ କରାଯାଇଛି ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ତାଲାବନ୍ଦ ଯୋଗୁଁ ଛାତ୍ରଛାତ୍ରୀମାନେ ଶ୍ରେଣୀଗୃହ ଶିକ୍ଷା ପାଇବାରୁ ବଞ୍ଚିତ ହେବା ତଥା ଅନଲାଇନ ପାଠପଢ଼଼ା ସେମାନଙ୍କ ନିକଟରେ ପହଞ୍ଚିବାରେ ସମସ୍ୟା ଉପୁଜୁଥିବାରୁ ସରକାର ଏଭଳି ନିଷ୍ପତ୍ତି ନେଇଥିବା ମନ୍ତ୍ରୀ ଶ୍ରୀ ଦାଶ ସୂଚନା ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶୁଭମନ ଗିଲ ଟେଷ୍ଟ ଟିମ କ୍ୟାପଟେନ 🔴 ମୌସୁମୀ…ତମେ କେଉଁଠି ଥିଲ, ଏତେ ଜଲଦି ଆସିଗଲ 🔴 ଏନକାଉଣ୍ଟର ପୂର୍ବରୁ ହାର୍ଡକୋର ମାଓନେତା ବାସବରାଜର ଶେଷ ଚିଠି 🔴 ଯାହାଙ୍କ ସୁରକ୍ଷା ଦାୟିତ୍ବ ତୁଲାଉଛନ୍ତି ତାଙ୍କଠୁ ସମ୍ମାନିତ ହେଉଛନ୍ତି 🔴 ଫରେଷ୍ଟରଙ୍କୁ ଗୁଳି କରି ପହତ୍ୟା 🔴 କାଳବୈଶାଖୀ ପାଇଁ ଆଲର୍ଟ 🔴 ଭିଜିଲାନ୍ସ ଜାଲରେ ପୋଲିସ ASI 🔴 ଆଜି ବସିବ ନୀତି ଆୟୋଗର ଗୁରୁତ୍ୱପୂର୍ଣ୍ଣ ବୈଠକ 🔴 ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ 🔴 ଆତଙ୍କବାଦୀଙ୍କୁ ଉପଯୁକ୍ତ ଜବାବ ଦେଇଛି ଭାରତ : ଗୃହମନ୍ତ୍ରୀ ଅମିତ୍ ସାହା 🔴 ଶୁଭମନ ଗିଲ ଟେଷ୍ଟ ଟିମ କ୍ୟାପଟେନ 🔴 ମୌସୁମୀ…ତମେ କେଉଁଠି ଥିଲ, ଏତେ ଜଲଦି ଆସିଗଲ 🔴 ଏନକାଉଣ୍ଟର ପୂର୍ବରୁ ହାର୍ଡକୋର ମାଓନେତା ବାସବରାଜର ଶେଷ ଚିଠି 🔴 ଯାହାଙ୍କ ସୁରକ୍ଷା ଦାୟିତ୍ବ ତୁଲାଉଛନ୍ତି ତାଙ୍କଠୁ ସମ୍ମାନିତ ହେଉଛନ୍ତି 🔴 ଫରେଷ୍ଟରଙ୍କୁ ଗୁଳି କରି ପହତ୍ୟା 🔴 କାଳବୈଶାଖୀ ପାଇଁ ଆଲର୍ଟ 🔴 ଭିଜିଲାନ୍ସ ଜାଲରେ ପୋଲିସ ASI 🔴 ଆଜି ବସିବ ନୀତି ଆୟୋଗର ଗୁରୁତ୍ୱପୂର୍ଣ୍ଣ ବୈଠକ 🔴 ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ 🔴 ଆତଙ୍କବାଦୀଙ୍କୁ ଉପଯୁକ୍ତ ଜବାବ ଦେଇଛି ଭାରତ : ଗୃହମନ୍ତ୍ରୀ ଅମିତ୍ ସାହା