Masthead

ବିଜେଡି ଛାଡିଲେ କର୍ପୋରେଟର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେଡିରୁ ଇସ୍ତଫା ଦେଲେ ୩୭ ନମ୍ବର ୱାର୍ଡର କର୍ପୋରେଟର ବନ୍ଦିତା ପାଲ । ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ବନ୍ଦିତା । ଏନେଇ ଶ୍ରୀମତୀ ପାଲ ତାଙ୍କର ଇସ୍ତଫା ପତ୍ର ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇ ଦେଇଛନ୍ତି । ସ୍ୱାଧୀନଭାବେ ଜିତିବା ପରେ ବିଜେଡିରେ ସାମିଲ ହୋଇଥିଲେ ।

ରାଜନୈତିକ କାରଣ ଦର୍ଶାଇ ବିଜେଡିରୁ ଇସ୍ତଫା ଦେଇଥିବା ସୂଚନା ମିଳିିଛି । ଭୁବନେଶ୍ୱର ମହାନଗର ନିଗମ (ବିଏମସି) କର୍ପୋରେଟର ଥିବା ବନ୍ଦିତାଙ୍କୁ ଏହି ପଦକ୍ଷେପକୁ ନେଇ ଏବେ ରାଜନୈତିକ ମହଲରେ ଚର୍ଚ୍ଚା ସୃଷ୍ଟି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାରାଦୀପ ଛାଡିଲେ ବିଜେପି ବିଧାୟକ 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ପାରାଦୀପ ଛାଡିଲେ ବିଜେପି ବିଧାୟକ 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍