Masthead

ବାଙ୍ଗିରିପୋଷି ବିଜେପିରେ ଗୋଷ୍ଠୀ କନ୍ଦଳ

ବାରିପଦା (ବଡ଼ ଖବର ବ୍ୟୁରୋ): ମୟୂରଭଞ୍ଜ ଜିଲ୍ଲାର ବାଙ୍ଗିରିପୋଷି ନିର୍ବାଚନମଣ୍ଡଳିର ବିଜେପିରେ ଗୋଷ୍ଠୀ କନ୍ଦଳ । ବିଧାୟକ ପ୍ରାର୍ଥୀ ଟିକେଟ ପ୍ରଦାନକୁ ନେଇ ବଢୁଛି ଅସନ୍ତୋଷ । ବାଙ୍ଗିରିପୋଷି ନିର୍ବାଚନମଣ୍ଡଳିରେ ବିଜେପି ସଞ୍ଜଳୀ ମୁର୍ମୁଙ୍କୁ ଟିକେଟ ପ୍ରଦାନ କରିଛି। ବାରିପଦା ଠାରେ ଏକ ବୈଠକ ପରେ ସାମ୍ବାଦିକ ସମ୍ମିଳନୀ କରି ସଞ୍ଜଳୀଙ୍କ ପ୍ରାର୍ଥୀତ୍ୱକୁ ବିରୋଧ କଲେ ବିଜେପି କର୍ମୀ । ବୈଠକରେ ଯୋଗ ଦେଲେ ୧୦୦ରୁ ଉର୍ଦ୍ଧ କର୍ମୀ । ପୂର୍ବତନ ସାଂସଦ , ଜିଲ୍ଲାପରିଷଦ ସଦସ୍ୟା, ଶତାଧିକ କର୍ମୀ ବୈଠକରେ ଯୋଗ ଦେଇଥିଲେ । ଆଗାମୀ ଦିନରେ ପ୍ରାର୍ଥୀ ପରିବର୍ତ୍ତନ ନ କଲେ ଅସହଯୋଗ କରିବେ ବୋଲି କହିନ୍ତି କର୍ମୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର