Masthead

ଜି୨୦ ସମ୍ମିଳନୀ ପାଇଁ ଦିଲ୍ଲୀରେ ପହଞ୍ଚିଲେ ବାଂଲାଦେଶ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଜି-୨୦ ସମ୍ମିଳନୀରେ ଯୋଗ ଦେବାକୁ ଦିଲ୍ଲୀରେ ପହଞ୍ଚୁଛନ୍ତି ବିଶ୍ୱର ତୁଙ୍ଗ ନେତୃବୃନ୍ଦ । ଆଜି ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍ ହାସିନା ଆସି ଦିଲ୍ଲୀ ବିମାନବନ୍ଦରରେ ପହଞ୍ଚିଛନ୍ତି । ସେଠାରେ ତାଙ୍କୁ କେନ୍ଦ୍ର ବୟନଶିଳ୍ପ ଓ ରେଳ ରାଷ୍ଟ୍ରମନ୍ତ୍ରୀ ଦର୍ଶନ ଜରାଦୋଶ ସ୍ୱାଗତ କରିଛନ୍ତି ।

ପାରମ୍ପାରିକ ନୃତ୍ୟ ପରିବେଷଣ କରି ହାସିନାଙ୍କୁ ଭବ୍ୟ ସ୍ୱାଗତ କରାଯାଇଛି । ସେହିପରି ଆଜେଣ୍ଟିନା ରାଷ୍ଟ୍ରପତି ଓ ଇଟାଲୀ ପ୍ରଧାନମନ୍ତ୍ରୀ ମଧ୍ୟ ଦିଲ୍ଲୀରେ ପହଞ୍ଚିଛନ୍ତି । କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ଶୋଭା କରଣ୍ଡଲାଜେ ତାଙ୍କୁ ଭବ୍ୟ ସ୍ୱାଗତ କରିଛନ୍ତି । ସେହିପରି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ସଂନ୍ଧ୍ୟା ୭ଟାରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା