Masthead

ଜି୨୦ ସମ୍ମିଳନୀ ପାଇଁ ଦିଲ୍ଲୀରେ ପହଞ୍ଚିଲେ ବାଂଲାଦେଶ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଜି-୨୦ ସମ୍ମିଳନୀରେ ଯୋଗ ଦେବାକୁ ଦିଲ୍ଲୀରେ ପହଞ୍ଚୁଛନ୍ତି ବିଶ୍ୱର ତୁଙ୍ଗ ନେତୃବୃନ୍ଦ । ଆଜି ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍ ହାସିନା ଆସି ଦିଲ୍ଲୀ ବିମାନବନ୍ଦରରେ ପହଞ୍ଚିଛନ୍ତି । ସେଠାରେ ତାଙ୍କୁ କେନ୍ଦ୍ର ବୟନଶିଳ୍ପ ଓ ରେଳ ରାଷ୍ଟ୍ରମନ୍ତ୍ରୀ ଦର୍ଶନ ଜରାଦୋଶ ସ୍ୱାଗତ କରିଛନ୍ତି ।

ପାରମ୍ପାରିକ ନୃତ୍ୟ ପରିବେଷଣ କରି ହାସିନାଙ୍କୁ ଭବ୍ୟ ସ୍ୱାଗତ କରାଯାଇଛି । ସେହିପରି ଆଜେଣ୍ଟିନା ରାଷ୍ଟ୍ରପତି ଓ ଇଟାଲୀ ପ୍ରଧାନମନ୍ତ୍ରୀ ମଧ୍ୟ ଦିଲ୍ଲୀରେ ପହଞ୍ଚିଛନ୍ତି । କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ଶୋଭା କରଣ୍ଡଲାଜେ ତାଙ୍କୁ ଭବ୍ୟ ସ୍ୱାଗତ କରିଛନ୍ତି । ସେହିପରି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ସଂନ୍ଧ୍ୟା ୭ଟାରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା