Masthead

ତାତିଲେ ବାଣୀବିହାର ଛାତ୍ରଛାତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦିନକୁ ଦିନ କରୋନା କାୟା ବିସ୍ତାର କରିଥିବାବେଳେ ଏଥିରେ ପ୍ରଭାବିତ ହୋଇଛନ୍ତି ଛାତ୍ରଛାତ୍ରୀ । କରୋନା ଯେପରି ପାଠ ପଢାଇବା ଉପରେ ଲଗାଇଛି ରୋକ । ଫଳରେ ଶିକ୍ଷାନୁଷ୍ଠାନଗୁଡ଼ିକ ବନ୍ଦ ହୋଇଛି । ଶିକ୍ଷାନୁଷ୍ଠାନ ବନ୍ଦ ପ୍ରତିବାଦରେ ତାତିଛନ୍ତି ବାଣୀବିହାର ଛାତ୍ରଛାତ୍ରୀ । ବାଣୀବିହାର ମୁଖ୍ୟ ଫାଟକ ସମ୍ମୁଖରେ ଛାତ୍ରଛାତ୍ରୀ ଆନ୍ଦୋଳନ କରିବା ସହ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ।

କରୋନାରେ ଶିକ୍ଷାନୁଷ୍ଠାନ ବନ୍ଦ ରଖି ଛାତ୍ରଛାତ୍ରୀଙ୍କୁ ହଷ୍ଟେଲ ଛାଡିବାକୁ ନିର୍ଦ୍ଦେଶର ପ୍ରତିବାଦ କରିଛନ୍ତି ଛାତ୍ରଛାତ୍ରୀ ।
ଶତାଧିକ ଛାତ୍ରଛାତ୍ରୀ ପ୍ଲାକାର୍ଡ ଓ ବ୍ୟାନର ଧରି ବିକ୍ଷୋଭ ପ୍ରଦର୍ଶନ କରିବା ସହ ରାସ୍ତାରେ ଧାରଣା ଦେଇଛନ୍ତି । କରୋନା ସଂକ୍ରମଣ ବଢୁଥିବାବେଳେ ବିଭିନ୍ନ ସଭାସମିତି, ନିର୍ବାଚନ ରାଲି, ପ୍ରଚାର ଆଦି ହେଉଥିବା ବେଳେ କ’ଣ ପାଇଁ ଶିକ୍ଷାନୁଷ୍ଠାନ ବନ୍ଦ କରି ହଷ୍ଟେଲ ଖାଲି କରିବାକୁ ନିର୍ଦ୍ଦେଶ ଦିଆଯାଉଛି ତାହାକୁ ନେଇ ପ୍ରଶ୍ନ ଉଠାଇଛନ୍ତି ଛାତ୍ରଛାତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି