ଭିଜିଲାନ୍ସ ଜାଲରେ ବ୍ୟାଙ୍କ ଆସିଷ୍ଟାଣ୍ଟ

ନୂଆପଡ଼ା (ବଡ଼ ଖବର ବ୍ୟୁରୋ): ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ । ସେଣ୍ଟ୍ରାଲ କୋ ଅପରେଟିଭ ବ୍ୟାଙ୍କର ଭବାନୀପାଟଣା କୋମନା ବ୍ରାଞ୍ଚ ବ୍ୟାଙ୍କିଙ୍ଗ ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ରେଡ଼ । କେନ୍ଦ୍ରୀୟ କୋ-ଅପେରେଟିଭ ବ୍ୟାଙ୍କର ବ୍ୟାଙ୍କିଙ୍ଗ ସହାୟକ ପ୍ରଦୀପ ଚନ୍ଦ୍ରକାରଙ୍କ ଘରେ ଭିଜିଲାନ୍ସ ରେଡ଼। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ପ୍ରଦୀପ ଚନ୍ଦ୍ରକାରଙ୍କ ବାସଭବନରେ ରେଡ କରିଛି ଟିମ । ଚଢାଉରେ ତିନି ଜଣ ଡ଼ିଏସପ. ତିନି ଜଣ ଇନିସପେକ୍ଟର ସାମିଲ ଅଛନ୍ତି । ଏକକାଳୀନ ୪ଟି ସ୍ଥାନରେ ଚଢାଉ ଜାରି ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’