Masthead

ନୂଆଖାଇ ପାଇଁ ସୋମବାର ବନ୍ଦ ରହିବ ରାଜ୍ୟର ସମସ୍ତ ବ୍ୟାଙ୍କ

ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଳନ ଅବସରରେ ଆସନ୍ତା ସୋମବାର (ସେପ୍ଟେମ୍ବର ୯ ତାରିଖ)ରେ ରାଜ୍ୟରେ ସମସ୍ତ ବ୍ୟାଙ୍କ ବନ୍ଦ ରହିବ। ଏଥିସହ ସମସ୍ତ ବ୍ୟାଙ୍କ ଓ ଅନ୍ୟାନ୍ୟ ବ୍ୟାଙ୍କିଙ୍ଗ୍‌ ସଂସ୍ଥା ମଧ୍ୟ ବନ୍ଦ ରହିବ। ସମସ୍ତ ବ୍ୟାଙ୍କ ଛୁଟି ରହିବା ନେଇ ରାଜ୍ୟ ସରକାର ଘୋଷଣା କରିଛନ୍ତି। କିଛି ଦିନ ପୂର୍ବରୁ ନୂଆଁଖାଇ ପାଇଁ ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଛୁଟି ଘୋଷଣା କରିଥିଲେ ରାଜ୍ୟ ସରକାର।

ଚଳିତ ବର୍ଷ ସେପ୍ଟେମ୍ବର ୮ ତାରିଖରେ ନୂଆଁଖାଇ ପଡୁଛି। ତେବେ ସେହିଦିନ ରବିବାର ଦିବସ ହୋଇଥିବାରୁ ୯ ତାରିଖକୁ ଅର୍ଥାତ୍ ଆସନ୍ତା ସୋମବାରକୁ ମୁଖ୍ୟମନ୍ତ୍ରୀ ଛୁଟି ଘୋଷଣା କରିଛନ୍ତି। ସେହିଦିନ ରାଜ୍ୟର ସବୁ ସରକାରୀ କାର୍ଯ୍ୟାଳୟ, ମାଜିଷ୍ଟେରିଆଲ କୋର୍ଟ ଓ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ