Masthead

ବନ୍ଧୁକ ମୁନରେ ବ୍ୟାଙ୍କ୍ ଲୁଟ

ଭୋଗରାଇ, (ବଡ଼ ଖବର ବ୍ୟୁରୋ) : ଦିନକୁ ଦିନ ବାଲେଶ୍ୱର ଜିଲ୍ଲାରେ ବୃଦ୍ଧି ପାଇବାରେ ଲାଗିଛି ଚୋରୀ ଏବଂ ଡକାୟତି । ଦିନ ଦ୍ୱି ପ୍ରହରରେ ହେଉଛି ଲୁଟ । ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ ଚୌକି ୟୁକୋ ବ୍ୟାଙ୍କରୁ ହୋଇଛି ଲୁଟ । ବନ୍ଧୁକ ମୁନରେ ଲୁଟି ନେଲେ କୋଡିଏ ଲକ୍ଷରୁ ଉଦ୍ଧ୍ୱର୍ ଟଙ୍କା ଓ ସୁନା ଗହଣା । ସୂଚନା ଅନୁଯାୟୀ, ପାଞ୍ଚ ଜଣ ଦୁର୍ବୁତ୍ତ ବ୍ୟାଙ୍କ ଭିତରେ ପଶି ପ୍ରଥମେ ଗ୍ରାହକ ଓ ବ୍ୟାଙ୍କ କର୍ମଚାରୀମାନଙ୍କ ପାଖରୁ ମୋବଇଲ ଛଡାଇ ନେଇଥିଲେ । ପରେ ବନ୍ଧୁକ ଭୁଜାଲି ଦେଖାଇ ଷ୍ଟ୍ରଙ୍ଗ ରୁମରୁ ଟଙ୍କା ଓ ସୁନା ନେଇ ଫେରାର ହୋଇଯାଇଥିଲେ । ପରେ ଘଟଣାସ୍ଥଳରେ ଭୋଗରାଇ ପୋଲିସ ପହଞ୍ଚି ଅତିରିକ୍ତ ବ୍ରାଞ୍ଚ ମ୍ୟାନେଜରକୁ ପଚରା ଉଚୁରା କରିଛି । ଏହାସହିତ ଘଟଣାର ଅଧିକ ତଦନ୍ତ ଜାରି ରଖିଛି ଜଳେଶ୍ୱର ଏସଡିପିଓ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା