Masthead

ବ୍ୟାଙ୍କରୁ ଲୁଟିନେଲେ ୪୦ ଲକ୍ଷ ସହ ସବୁ ସୁନା

ଜଳେଶ୍ୱର(ବଡ଼ ଖବର ବ୍ୟୁରୋ): ବନ୍ଧୁକ ମୁନରେ ବ୍ୟାଙ୍କ ଲୁଟ । ପୁରା ବ୍ୟାଙ୍କ କଳାକନା ବୁଲାଇଲେ ଲୁଟେରା । ବାଲେଶ୍ୱର ଜିଲ୍ଲା ଜଳେଶ୍ୱରର ଚନ୍ଦନେଶ୍ୱର ସ୍ଥିତ ୟୁନିୟନ ବ୍ୟାଙ୍କରୁ ବଡ଼ ଧରଣର ଲୁଟ୍ ହୋଇଛି। ୭ରୁ ୮ଜଣ ଡକାୟତ ବ୍ୟାଙ୍କ ଭିତରେ ପଶି ବନ୍ଧୁକ ଦେଖାଇ ଲୁଟ କରିଛନ୍ତି । ବ୍ୟାଙ୍କ କର୍ମଚାରୀଙ୍କୁ ତାଲା ପକାଇ ପ୍ରାୟ ୩୦ରୁ ୪୦ ଲକ୍ଷ ଟଙ୍କା ଓ ସବୁ ସୁନା ଲୁଟି ନେଇଛନ୍ତି । ଦୁର୍ବୃତ୍ତମାନେ ଟଙ୍କା, ସୁନା ଲୁଟି ପଶ୍ଚିମବଙ୍ଗକୁ ପଳାଇଥିବା ଜଣାପଡ଼ିଛି। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ବ୍ୟାଙ୍କ ତାଲା ଖୋଲିବା ସହ ବ୍ୟାଙ୍କ କର୍ମଚାରୀଙ୍କୁ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି