Masthead

ନିଆଁଲାଗି ୨ବଖରା ଭସ୍ମୀଭୂତ

ବାଙ୍କୀ (ବଡ଼ ଖବର ବ୍ୟୁରୋ): କଟକ ଜିଲ୍ଲା ବାଙ୍କୀ ଉପଖଣ୍ଡ କଳାପଥର ପଞ୍ଚାୟତର ପର୍ଶୁରାମପୁର ଗାଁରେ ସର୍ଟ ସର୍କିଟ ଯୋଗୁଁ ଘରେ ନିଆଁ ଲାଗିଛି । ଗାଁର ରବୀନ୍ଦ୍ର ସାହୁଙ୍କ ୨ ବଖରା ଭସ୍ମୀଭୂତ ହୋଇଯାଇଛି । ହଠାତ୍ ନିଆଁ ଲାଗିବାରୁ କେହି କିଛି ବୁଝିପାରିନଥିଲେ । ଏହି ଅଗ୍ନିକାଣ୍ଡରେ ଗୁରୁତ୍ୱପୂର୍ଣ୍ଣ ଆସବାବପତ୍ର ପୋଡି ପାଉଁଶ ହୋଇଯାଇଛି । ଆନୁମାନିକ ୩ ଲକ୍ଷ ଟଙ୍କାର ସମ୍ପତ୍ତି ଜଳିଯାଇଥିବା କୁହାଯାଇଛି ।

ଅନ୍ୟପଟେ ଖବର ପାଇ ସ୍ଥାନୀୟ ଦମକଳ କର୍ମଚାରୀ ପହଞ୍ଜି ନିଆଁକୁ ଆୟତ୍ତ କରିଥିଲେ । ବିପନ୍ନ ପରିବାରକୁ ସରକାରୀ ସହାୟତା ଯୋଗାଇ ଦେବାକୁ ସାଧାରଣରେ ଦାବି ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର