Masthead

ଭିଜିଲାନ୍ସ ଜାଲରେ ବାଣପୁର ଓଏଏସ ଅଧିକାରୀ

ବାଣପୁର(ବଡ଼ ଖବର ବ୍ୟୁରୋ):ଭିଜିଲାନ୍ସ ଜାଲରେ ଓଏଏସ ଅଧିକାରୀ । ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଜେନା କଲୋନୀରେ ଚାଲିଛି ଭିଜିଲାନ୍ସ ରେଡ । ଉକ୍ତ କଲୋନୀରେ ପୂର୍ବତନ ବୁଗୁଡ଼ା ତହସିଲଦାର ଯଥା ବର୍ତ୍ତମାନ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରେ କାର‌୍ୟ୍ୟରତ ଓଏଏସ ଅଧିକାରୀ ସଂଗ୍ରାମ କେଶରୀ ଜେନାଙ୍କ ବାସଭବନରେ ଚାଲିଛି ଭିଜିଲାନ୍ସ ଚଢ଼ାଉ ।

ଭିଜିଲାନ୍ସର ୩ ଗୋଟି ଟିମ ବାଲୁଗାଁ, ହରିପୁର, ଛୋଟରାୟପୁରରେ ଚଢ଼ାଉ ଜାରି ରଖିଛି । ଶ୍ରୀ ଜେନାଙ୍କ ଘର ଚିଲିକା ବ୍ଲକ ହରିପୁର ବୋଲି ଜଣାପଡିଛି । ସେ ମୂଳତଃ ଶିକ୍ଷକ ଥିଲେ ଏବଂ ୨୦୧୬ରେ ଓଆରଏସ ଭାବେ ପଦୋନ୍ନତି ପାଇଁ ଦୁଇ ବର୍ଷ ତଳେ ଓଏଏସ ଭାବେ ପୁଣି ପଦୋନ୍ନତି ପାଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି