Masthead

ପୋଖରୀରେ ବୁଡି ମହିଳା ମୃତ

ବାଂଶପାଳ (ବଡ଼ ଖବର ବ୍ୟୁରୋ): କେନ୍ଦୁଝର ଜିଲ୍ଲା ବାଂଶପାଳବ୍ଲକ ବରଗୁଡା ଗ୍ରାମ ବେଲତହଡି କଟା ପୋଖରୀରେ ବୁଡି ମହିଳାଙ୍କ ମୃତ୍ୟୁ ଘଟିଛି । ସୂଚନାଯୋଗ୍ୟ ଯେ କିଛି ଦିନ ହେବ କ୍ଷେତ୍ରମୋହନ ବେହେରାଙ୍କ ସ୍ତ୍ରୀ କନକ ଦେହୁରୀ ତାଙ୍କ ଶ୍ୱଶୁର ଘର ମେରେଇ ସାହିରୁ ବାପଘର ବରଗୁଡାକୁ ଆସିଥିବା ବେଳେ ଆଜି ସକାଳେ କନକ ଦେହୁରୀ ଘରପାଖ ବେଲତହଡା କଟା ପୋଖରୀକୁ ଶୌଚ ହେବାକୁ ଯାଇଥିଲେ । ସେଠାରେ ତାଙ୍କର ଗୋଡ଼ ଖସି ମୃତ୍ୟୁ ଘଟିଛି ।

କନକଙ୍କୁ ଆସିବାର ବିଳମ୍ବ ହେବା ଦେଖି ତାଙ୍କ ଭାଉଜ ପୋଖରୀକୁ ଖୋଜିବା ପାଇଁ ଯାଇଥିଲେ । ପୋଖରୀରେ କନକଙ୍କ ମୃତଦେହ ଭାସୁଥିବା ଦେଖିବାକୁ ପାଇଥିଲେ । ପରେ ଘର ଲୋକଙ୍କୁ ଜଣାଇଥିଲେ । ବାଂଶପାଳ ଅଗି୍ନଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରିବା ସହ ବ୍ୟବଚ୍ଛେଦ ପାଇଁ କେନ୍ଦୁଝର ମେଡିକାଲକୁ ପଠେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ