ପୋଖରୀରେ ବୁଡି ମହିଳା ମୃତ

ବାଂଶପାଳ (ବଡ଼ ଖବର ବ୍ୟୁରୋ): କେନ୍ଦୁଝର ଜିଲ୍ଲା ବାଂଶପାଳବ୍ଲକ ବରଗୁଡା ଗ୍ରାମ ବେଲତହଡି କଟା ପୋଖରୀରେ ବୁଡି ମହିଳାଙ୍କ ମୃତ୍ୟୁ ଘଟିଛି । ସୂଚନାଯୋଗ୍ୟ ଯେ କିଛି ଦିନ ହେବ କ୍ଷେତ୍ରମୋହନ ବେହେରାଙ୍କ ସ୍ତ୍ରୀ କନକ ଦେହୁରୀ ତାଙ୍କ ଶ୍ୱଶୁର ଘର ମେରେଇ ସାହିରୁ ବାପଘର ବରଗୁଡାକୁ ଆସିଥିବା ବେଳେ ଆଜି ସକାଳେ କନକ ଦେହୁରୀ ଘରପାଖ ବେଲତହଡା କଟା ପୋଖରୀକୁ ଶୌଚ ହେବାକୁ ଯାଇଥିଲେ । ସେଠାରେ ତାଙ୍କର ଗୋଡ଼ ଖସି ମୃତ୍ୟୁ ଘଟିଛି ।

କନକଙ୍କୁ ଆସିବାର ବିଳମ୍ବ ହେବା ଦେଖି ତାଙ୍କ ଭାଉଜ ପୋଖରୀକୁ ଖୋଜିବା ପାଇଁ ଯାଇଥିଲେ । ପୋଖରୀରେ କନକଙ୍କ ମୃତଦେହ ଭାସୁଥିବା ଦେଖିବାକୁ ପାଇଥିଲେ । ପରେ ଘର ଲୋକଙ୍କୁ ଜଣାଇଥିଲେ । ବାଂଶପାଳ ଅଗି୍ନଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରିବା ସହ ବ୍ୟବଚ୍ଛେଦ ପାଇଁ କେନ୍ଦୁଝର ମେଡିକାଲକୁ ପଠେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ଆନନ୍ଦପୁରରେ ଏନକାଉଣ୍ଟର 🔴 ମନ୍ତ୍ରୀ, ଉପ-ମୁଖ୍ୟମନ୍ତ୍ରୀଙ୍କ ଠାରୁ ମାତ୍ର ହଜାରେ ଅଧିକ ପାଉଛନ୍ତି ମୁଖ୍ୟମନ୍ତ୍ରୀ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ 🔴 AEEଙ୍କ ସମ୍ପତ୍ତିର ଲମ୍ବା ତାଲିକା 🔴 ‘ଭୁବନ ଖବର’ ସାପ୍ତାହିକ ଖବରକାଗଜ ଉଦଘାଟିତ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ଆନନ୍ଦପୁରରେ ଏନକାଉଣ୍ଟର 🔴 ମନ୍ତ୍ରୀ, ଉପ-ମୁଖ୍ୟମନ୍ତ୍ରୀଙ୍କ ଠାରୁ ମାତ୍ର ହଜାରେ ଅଧିକ ପାଉଛନ୍ତି ମୁଖ୍ୟମନ୍ତ୍ରୀ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ 🔴 AEEଙ୍କ ସମ୍ପତ୍ତିର ଲମ୍ବା ତାଲିକା 🔴 ‘ଭୁବନ ଖବର’ ସାପ୍ତାହିକ ଖବରକାଗଜ ଉଦଘାଟିତ