ଲୁଟିନେଲେ ଲାକ୍ଷାଧିକ ଟଙ୍କାର ସୁନାଗହଣା

ବାଂଶପାଳ(ବଡ଼ ଖବର ବ୍ୟୁରୋ): କେନ୍ଦୁଝର ଜିଲ୍ଲାର ବାଂଶପାଳ ଅଞ୍ଚଳରେ ଦିନକୁ ଦିନ ବୃଦ୍ଧି ପାଉଛି ଚୋରି । ଗତକାଲି ବିଳମ୍ବିତ ରାତିରେ ହାଟପଡାରେ ମିହିର ପରିଡ଼ାଙ୍କ ରାହୁଲ ଜୁଏଲାରୀରୁ ହୋଇଛି ବଡ଼ ଧରଣର ଚୋରି । ଆଜବେଷ୍ଟ ଭାଙ୍ଗି ଲକ୍ଷାଧିକ ଟଙ୍କାର ଗହଣା ଚୋରି ହୋଇଛି । ଫାଣ୍ଡି ଠାରୁ ମାତ୍ର ୨୫୦ ମିଟର ଦୂରରେ ଥିବା ଏହି ସୁନାଗହଣା ଦୋକାନରୁୂ ହୋଇଛି ଚୋରି । ସମାନ ଢଙ୍ଗରେ ମଧ୍ୟ ନୟାକୋଟ ଥାନା ଠାରୁ ୩୦୦ ମିଟର ଦୂରରେ ଥିବା ଏକ ସେଲୁନରୁ ଓ କୁଶକଳାର ଦୁଇଟି ଦୋକାନରୁ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି । ବାରମ୍ବାର ଚୋରି ଘଟଣା ବୃଦ୍ଧି ପାଉଥିବାରୁ ପୋଲିସର ପାରିବାପଣିଆ ପ୍ରତି ସାଧାରଣରେ ସନ୍ଦେହ ସୃଷ୍ଟି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!