Masthead

ଓକିଲ ସଙ୍ଘର ନିର୍ବାଚନ

କଟକ (ବଡ଼ ଖବର ବ୍ୟୁରୋ): କଟକ କ୍ରିମିନାଲ କୋର୍ଟ ବାର ଆସୋସିଏସନରେ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି । ଏହି ନିର୍ବାଚନରେ ଦିଲ୍ଲୀପ କୁମାର ପଟ୍ଟନାୟକ ସଭାପତି ଭାବରେ ନିର୍ବାଚିତ ହୋଇଥିଲେ । ଉପସଭାପତି ଭାବରେ ଟଙ୍କଧର ମିଶ୍ର ନିର୍ବାଚିତ ହୋଇଥିଲେ। ସମ୍ପାଦକ ଭାବରେ ସ୍ମୃତି ରଞ୍ଜନ ରାଉତ ନିର୍ବାଚିତ ହୋଇଥିବା ବେଳେ ଗଗନ ବାରିକ ସହ ସମ୍ପାଦକ ଭାବରେ ନିର୍ବାଚିତ ହୋଇଥିଲେ । ଅନ୍ୟମାନଙ୍କ ଭିତରେ କୋଷାଧକ୍ଷ ଭାବରେ ଶିଶିର ରଞ୍ଜନ ବିଶ୍ୱାଳ , ଲାଇବ୍ରେରୀ ସମ୍ପାଦକ ରାଜକିଶୋର ମହାରଣା ଏବଂ କାର୍ୟ୍ୟନିର୍ବାହୀ ସଂସ୍ଥା ସଦସ୍ୟ ଭାବରେ ବାସୁଦେବ ସେଠୀ, ଜ୍ୟୋତିରଞ୍ଜନ ପରିଜା , ମହାଦେବ ସୁବୁଦ୍ଧି , ନୀଳାଦ୍ରି ମହାରଣା ପ୍ରମୁଖ ନିର୍ବାଚିତ ହୋଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’