Masthead

ସିଲ ହେଲା ବାର: ଲିଫ୍ଟରେ ଫସିଲେ ବିଏମସି ଅଧିକାରୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜଧାନୀରେ ସିଲ ହେଲା ଦୁଇଟି ବାର । ଭୁବନେଶ୍ବର ଚନ୍ଦ୍ରଶେଖରପୁର ଅଞ୍ଚଳରେ ଥିବା ବିବିଆଇ ଓ ଉପ୍ରେ ବାର ସିଲ କଲା ବିଏମ୍ ସି । ଏହି ୨ ବାରକୁ ଅନିର୍ଦିଷ୍ଟ କାଳ ପାଇଁ ବନ୍ଦ କରାଯାଇଛି । କରୋନା କଟକଣାକୁ ଉଲ୍ଲଘଂନ କରି ବିଳମ୍ବିତ ରାତି ପର୍ଯ୍ୟନ୍ତ ରାଜଧାନୀରେ ଚାଲିଥିଲା ବାର । ବାର ମ୍ୟାନେଜରଙ୍କ ସହ ୪ ଜଣଙ୍କୁ ଚନ୍ଦ୍ରଶେଖରପୁର ଥାନାରେ ଅଟକ ରଖାଯାଇଛି ।

ଗତକାଲି ବାର ଉପରେ ଚଢାଉ ସମୟରେ ଅସୁବିଧାର ସମ୍ମୁଖୀନ ହୋଇଥିଲେ ବିଏମ୍ସି ଅଧିକାରୀ । ରେଡ୍ ସମୟରେ ବିଏମସି ଗାଡି ଦେଖି ହୋଟେଲ ସିକ୍ୟୁରିଟି ଗାର୍ଡ ଲିଫ୍ଟ ବନ୍ଦ କରି ଦେଇଥିଲେ । ଫଳରେ ବିଏମସିର ଦୁଇ ଅଧିକାରୀ ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଲିଫ୍ଟରେ ଫସି ରହିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା