Masthead

ବରଯାତ୍ରୀ ଗାଡି ଧକ୍କା, ୩ମୃତ

ବରଗଡ଼(ବଡ଼ ଖବର ବ୍ୟୁରୋ): ବରଗଡ଼ ଜିଲ୍ଲା କଟାପାଲି ଗ୍ରାମରୁ ବରଯାତ୍ରୀ ଦଳ ବୋଲେରୋରେ ଛତିଶଗଡ଼ର ରାୟଗଡ ଜିଲ୍ଲାକୁ ଯାଉଥିଲେ । କୁଣ୍ଡାତରାଇ ନିକଟରେ ଟ୍ରକକୁ ଧକ୍କା ଦେଇଥିଲା ବୋଲୋରୋ । ଘଟଣାସ୍ଥଳରେ ୩ ଜଣ ବରାଯାତ୍ରୀଙ୍କ ମୃତ୍ୟୁ ହୋଇଛି । ଅନ୍ୟ ୫ଜଣ ଗୁରୁତର ହୋଇଛନ୍ତି । ୩ଜଣଙ୍କୁ ବରଗଡ଼ ବିକାଶ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଆଉ ଦୁଇଜଣକୁ ବୁର୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଶବ ବ୍ୟବଚ୍ଛେଦ ପାଇଁ ରାୟଗଡ ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ପଠାଯାଇଛି । ଘଟଣାସ୍ଥଳରେ ରାୟଗଡ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ