ବରଗଡ଼ରେ ଅଟୋ ଚାଳକଙ୍କୁ ହତ୍ୟା ଘଟଣା, ଗିରଫ ହେଲେ ଅଭିଯୁକ୍ତ

ଅତାବିରା (ବଡ଼ ଖବର ବ୍ୟୁରୋ): ନିର୍ବାଚନ ସମୟରେ ବରଗଡରେ ହତ୍ୟାକାଣ୍ଡ ଘଟଣା ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ । ବରଗଡ଼ ଜିଲ୍ଲାରେ ଗତ ୨୦ତାରିଖ ସରସରା ଭୋଟ୍ ଗ୍ରହଣ କେନ୍ଦ୍ରରେ ମତଦାନ ଚାଲିଥିବା ବେଳେ ଜଣେ ଅଟୋ ଚାଳକ ବିଶ୍ବନାଥ ମିର୍ଦ୍ଧାଙ୍କୁ ଅଭିଯୁକ୍ତମାନେ ନିର୍ମମ ହତ୍ୟା ଘଟଣାରେ ଜଣେ ଅଭିଯୁକ୍ତକୁ ଗିରଫ କରିଛି ପୋଲିସ । ଗିରଫ ଅଭିଯୁକ୍ତ ହେଲେ ସରସରା ଗ୍ରାମର ମନୋଜ ଓରଫ ଦୁର୍ବାଦଳ ନାଗ। ତାଙ୍କୁ ପଡ଼ୋଶୀ ଛତିଶଗଡ଼ରୁ ଗିରଫ କରାଯାଇଥିବା ନେଇ ଜିଲ୍ଲା ପୋଲିସ ମୁଖ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଏସ୍ପି ପି.ଏସ୍ ମୀନା କହିଛନ୍ତି। ଏହି ଘଟଣାରେ ଅନ୍ୟ ଅଭିଯୁକ୍ତ ଅଶୋକ ମହାନନ୍ଦ ଏବେ ବି ଫେରାର ଅଛନ୍ତି। ତାଙ୍କୁ ଧରିବା ପାଇଁ ପୋଲିସ ତଦନ୍ତ ଚଳାଇଛି । ପୋଲିସର ସ୍ବତନ୍ତ୍ର ଟିମ୍ ତାଙ୍କୁ ଧରିବା ପାଇଁ ବିଭିନ୍ନ ସ୍ଥାନକୁ ଗସ୍ତ କରୁଛନ୍ତି ଏବଂ ଅନ୍ୟ ଅଭିଯୁକ୍ତ ମଧ୍ୟ ଅତି ଶୀଘ୍ର ଧରାପଡ଼ିବେ ବୋଲି ଏସ୍ପି କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’