Masthead

ଉଦ୍ଧାର ହେଲା ବାରହା

ପୁରୀ(ବଡ଼ କବର ବ୍ୟୁରୋ): ପୁରୀ ସ୍ୱର୍ଗଦ୍ୱାର ନିକଟରେ ଆତଙ୍କ ସୃଷ୍ଟି କରିଥିଲା ବାରହା । ଆଜି ବନବିଭାଗ ଓ ଦମକଳ ବାହିନୀଦ୍ୱାରା କାବୁ କରାଯାଇଛି । ପୁରୀ ଲୋକନାଥ ରୋଡ଼ସ୍ଥିତ ଏକ ନଳା ମଧ୍ୟରୁ ବାରହାକୁ ଉଦ୍ଧାର କରାଯାଇଛି । ଗତକାଲି ବାରହା ଆକ୍ରମଣ ରେ ତିନି ଜଣ ଆହତ ହୋଇଥିଲେ । ରାତି ତିନିଟାରେ ସଫେଇ କର୍ମଚାରୀ ସଫେଇ କରିବାକୁ ଯିବା ସମୟରେ ସ୍ୱର୍ଗଦ୍ୱାର ନିକଟ ଭାରତ ସେବାଶ୍ରମ ଛକ ରେ ଆକ୍ରମଣ କରିଥିଲା । ତେବେ ପୁରୀ ଭଳି ଜନଗହଳି ପୂର୍ଣ୍ଣ ଅଞ୍ଚଳରେ ବାରାହାଟି କିଭଳି ପ୍ରବେଶ କଲା ତାହା ପ୍ରଶ୍ନବାଚି ସୃଷ୍ଟି କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା 🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା