Masthead

ବେଆଇନ କଫ୍ ସିରପ ଜବତ, ୪ ଗିରଫ

ବରଗଡ଼ (ବଡ଼ ଖବର ବ୍ୟୁରୋ): ବରଗଡ଼ ଜିଲ୍ଲାରେ ଦିନକୁ ଦିନ ବେଆଇନ ଭାବେ କଫ ସିରଫ ବିକ୍ରି ବୃଦ୍ଧି ପାଉଥିବା ବେଳେ ଆଜି ସୋହେଲା ପୋଲିସ କୁ ମିଳିଛି ବଡ ସଫଳତା । ଏହି କଫ ସିରପ କାରବାରରେ ସମ୍ପୃକ୍ତ ୪ ଜଣକୁ ପୋଲିସ ଗିରଫ କରିଥିବା ବେଳେ ଜଣେ ଫେରାର ହୋଇଥିବା ନେଇ ସୂଚନା ଦେଇଛନ୍ତି ବରଗଡ଼ ଏସ ପି ପଦ୍ମିନୀ ସାହୁ ।

ଘଟଣା ଅନୁଯାୟୀ ବଲାଙ୍ଗୀର ଜିଲ୍ଲାର ଶ୍ରୀ ନାରାୟଣ ଏଣ୍ଟରପ୍ରାଇଜେସ ମେଡ଼ିସିନ ଦୋକାନର ମାଲିକ ସଂଗ୍ରାମ ସାହୁ ମେଡ଼ିସିନ ହୋଲସେଲ୍ କରନ୍ତି । ସେ ଜାଲ ଜିଏସଟି ଓ ଜାଲ ଚାଲାଣ ଜରିଆରେ ମଧ୍ୟପ୍ରଦେଶର ଗ୍ୱ।ଲିୟରରୁ ସଇଁତଲାର ପ୍ରିୟା ମେଡ଼ିକାଲ ଷ୍ଟୋର ନାଁ ରେ ୧୩୨୦୦ ବୋତଲ କଫ ସିରଫ ସେଫ ଏକ୍ସପ୍ରେସ କୋରିୟର ମାଧ୍ୟମରେ ମଗେଇଥିଲେ । ପୋଲିସ ପାଟ୍ରୋଲିଂ ବେଳେ ହଲଦୀପାଲି ଛକ ନିକଟରେ ଧରା ପଡିଥିଲା । ଜବତ କଫ ସିରଫର ଆନୁମାନିକ ମୂଲ୍ୟ ପ୍ରାୟ ୨୫ ଲକ୍ଷ ଟଙ୍କା ବୋଲି ପୋଲିସ ପକ୍ଷରୁ କୁହାଯାଇଛି । ଏହି ଘଟଣାରେ ସୋହେଲା ପୋଲିସ ୪ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ବିପୁଳ କଫ ସିରପ୍ ସମେତ ଗୋଟିଏ ପିକ ଅପ ଭେନ, ଜାଲ ଜି ଏସ ଟି ବିଲ ଆଦି ଜବତ କରିଛି ପୋଲିସ । । ବାରବାରରେ ସମ୍ପୃକ୍ତ ମୁଖ୍ୟ ଅଭିଯୁକ୍ତମାନଙ୍କୁ ଧରିବାକୁ ପୋଲିସ ଛାନଭିନ୍ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ