Masthead

ଟ୍ରକ୍-ଅଟୋ ମୁହାଁମୁହିଁ ଧକ୍କା, ୩ ମୃତ

ବରଗଡ଼ (ବଡ଼ ଖବର ବ୍ୟୁରୋ): ଶନିବାର ସବୁଆଡେ ଦୀପାବଳୀ ପାଇଁ ଉତ୍ସବ ମାହୋଲ ଥିବାବେଳେ ବରଗଡ଼ରେ ଘଟିଛି ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣା । ରାତି ପ୍ରାୟ ୧୦ ଟା ବେଳେ ଅଟୋ ଓ ମାଲବାହୀ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଫଳରେ ଘଟଣା ସ୍ଥଳରେ ୩ ଜଣ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକମାନେ ବଲାଙ୍ଗୀର ଟାଉନ ଥାନା ବିଭୁତିପଡାର ବୋଲି ପ୍ରାଥମିକ ସୂଚନାରୁ ଜଣାପଡିଛି । ମୃତକମାନେ ବଲାଙ୍ଗୀରରୁ ଏକ ଅଟୋ ଯୋଗେ ବରଗଡ଼ ଅଭିମୁଖେ ଆସୁଥିବା ବେଳେ ବରଗଡ଼ ପଟୁ ଯାଉଥିବା ଏକ ମାଲବୋଝେଇ ଟ୍ରକ ସହ ବରଗଡ଼ ସଦର ଥାନା ସରସରା ଗାଁ ନିକଟରେ ମୁହାଁମୁହିଁ ଧକ୍କା ହୋଇଥିଲା ସଦର ପୋଲିସ ଖବର ପାଇ ଘଟଣା ସ୍ଥଳରେ ପହଞ୍ଚି ଶବଗୁଡିକୁ ଉଦ୍ଧାର କରିବା ସହ ବରଗଡ଼ ମୁଖ୍ୟଡାକ୍ତରଖାନାକୁ ବ୍ୟବଚ୍ଛେଦ ପାଇଁ ପଠାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ