Masthead

ଯାଇଥିଲା ହସି ହସି, ଫେରିଲା ନୀରବ ହୋଇ

ବରୀ (ବଡ଼ ଖବର ବ୍ୟୁରୋ): ଯାଇଥିଲା ହସି ହସି । ଫେରିଲା ନୀରବ ହୋଇ । ପରିବାର ମୁହଁରେ ହସ ଫୁଟାଇବା ପାଇଁ ଦେଖିଥିଲା ଅନେକ ସ୍ୱପ୍ନ । ହେଲେ ସବୁଦିନ ପାଇଁ ଫ୍ୟାମିଲିକୁ କନ୍ଦାଇ ଦେଇ ଚାଲିଗଲା । ଅନେକ ସ୍ୱପ୍ନ ନେଇ ଆସିଥିଲା ଭୁବନେଶ୍ୱର । ଚାକିରି କରିବ, ଦରମାରେ ବାପାଙ୍କ ସ୍ୱପ୍ନ ସାକାର କରିବ । ହେଲେ କିଛି କ୍ଷଣ ପାଇଁ ଯେ ସବୁ ସ୍ୱପ୍ନ ଚୁରମାର ହୋଇଯିବ କିଏ ଜାଣିଥିଲା । ପୁରା ଷ୍ଟୋରି ଜାଣିବା ଲିଙ୍କ ଉପରେ କ୍ଲିକ କରନ୍ତୁ…

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ