Masthead

ପିଇଓ ଚାକିରି କରାଇଦେବାକୁ କହି ୩ କୋଟିରୁ ଉର୍ଦ୍ଧ୍ବ ଟଙ୍କା ଠକେଇ, ଶିକ୍ଷକ ଫେରାର

 

ବରୀ(ବଡ଼ ଖବର ବ୍ୟୁରୋ): ପିଇଓ ଚାକିରି କରାଇ ଦେବାକୁ କହି ଠକେଇ ଅଭିଯୋଗ । ଜଣେ ଶିକ୍ଷକ ୩ କୋଟିରୁ ଉର୍ଦ୍ଧ ଟଙ୍କା ଠକି ନେଇ ଫେରାର ଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ହୋଇଛି ଯାଜପୁର ଜିଲ୍ଲା ବରୀ ବ୍ଲକରେ । ବୀର ବ୍ଲକର ବିଭିନ୍ନ ଅଞ୍ଚଳ ଓ କେନ୍ଦ୍ରାପଡ଼ା ଜିଲ୍ଲାର ଇନ୍ଦୁପୁର ଅଞ୍ଚଳରେ ଠକେଇ କରିଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ବରୀ ଥାନାରେ ଅଭିଯୋଗ କରିଛନ୍ତି ଟଙ୍କା ଦେଇଥିବା ବରୀ ପାଲଟପୁର ଗ୍ରାମର ବିଭୂତି ଭୂଷଣ ଜେନା । ଏହି ଘଟଣାରେ ବରୀ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି । ତେବେ ଅଭିଯୁକ୍ତ ଜଣକ ଜଣେ ଶିକ୍ଷକ ହୋଇଥିବା ଥାନା ଅଧିକାରୀ ପ୍ରକାଶ କରିଛନ୍ତି। ଶିକ୍ଷକ ଜଣଙ୍କ ବରୀ ମଣ୍ଡଳ ଶିକ୍ଷାଧିକାରୀ ଅଧୀନ ପାଲଟ ପୂର୍ ୟୁଜିଏମ୍ ସ୍କୁଲର ସହକାରୀ ଶିକ୍ଷକ ଭାବେ କାର୍ଯ୍ୟ କରନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା