Masthead

ଦ୍ୱାରଶୁଣି ଘାଟିରେ ଦୁର୍ଘଟଣା

ବାରିପଦା (ବଡ଼ ଖବର ବ୍ୟୁରୋ): ମୟୂରଭଞ୍ଜ ଜିଲ୍ଲାର ବାଙ୍ଗିରିପୋଷି ସ୍ଥିତ ଦ୍ଵାରଶୁଣି ଘାଟିରେ ଦୁର୍ଘଟଣା । ଏକ ବସ କଲିକତାର ମୁର୍ଶିଦାବାଦ ଅଞ୍ଚଳକୁ ଶ୍ରମିକମାନଙ୍କୁ ନେଇ ଯାଉଥିବା ବେଳେ ଭାରସାମ୍ୟ ହରାଇ ଘାଟିରେ ପିଟି ହେଇଥିଲା। ଫଳରେ ବସର ସମ୍ମୁଖଭାଗ ନଷ୍ଟ ହେଇ ଯାଇଥିବା ବେଳେ ଚାଳକ ଆହତ ହୋଇଛନ୍ତି ।

ତେବେ ସୌଭାଗ୍ୟ କ୍ରମେ ବସରେ ଥିବା ୨୦ରୁ ଅଧିକ ଯାତ୍ରୀ ସାମାନ୍ୟ ଆହତ ହେଇଥିବାବେଳେ ବଡ଼ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି। ଘଟଣାସ୍ଥଳରେ ବାଙ୍ଗିରିପୋଷି ପୋଲିସ ପହଞ୍ଚି ତଦନ୍ତ କରୁଛି। ସମସ୍ତ ଯାତ୍ରୀଙ୍କ ବାଙ୍ଗିରିପୋଷି ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟ ପରୀକ୍ଷା କରାଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା