Masthead

ବନକର୍ମଚାରୀ-ଗ୍ରାମବାସୀ ଧସ୍ତାଧସ୍ତି

ବାରିପଦା(ବଡ଼ ଖବର ବ୍ୟୁରୋ): ବନକର୍ମଚାରୀ-ଗ୍ରାମବାସୀ ଧସ୍ତାଧସ୍ତି । ବାଙ୍ଗିରିପୋଷି ବନାଞ୍ଚଳ ପାକଟିଆ ଅଂଚଳର ଘଟଣା । ବନ କର୍ମଚାରୀ ଜଙ୍ଗଲରୁ ଶାଳଗଛ କାଟୁଥିବା ବେଳେ ବିରୋଧ କରିଥିଲେ ସ୍ଥାନୀୟ ଲୋକେ । ଗଛ କାଟିବାକୁ ମନା କରିବାରୁ ଧସ୍ତାଧସ୍ତି ହେବା ସହ ଆକ୍ରମଣ ହୋଇଛି । ଅନ୍ୟପକ୍ଷରେ ବନ ବିଭାଗ କହିଛି ଗଛ କଟାହେଉଥିବା ଖବର ପାଇ ବନ କର୍ମଚାରୀ ମାନେ ଘଟଣା ସ୍ଥଳକୁ ଯାଇଥିଲେ । ଏନେଇ ଆଜି ବନ ବିଭାଗର ବରିଷ୍ଠ ଅଧିକାରୀ ତଦନ୍ତ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ପାଠ୍ୟପୁସ୍ତକ ତ୍ରୁଟି ଉପରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ , ତଦନ୍ତ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ପାଠ୍ୟପୁସ୍ତକ ତ୍ରୁଟି ଉପରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ , ତଦନ୍ତ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି