Masthead

ଲାଞ୍ଚ ନେଇ ଫସିଲେ କନିଷ୍ଠ ଯନ୍ତ୍ରୀ

ବାରିପଦା (ବଡ଼ ଖବର ବ୍ୟୁରୋ):ଲାଞ୍ଚ ନେବା ପଡିଲା ମହଙ୍ଗା । ସର୍ବସାଧାରଣକୁ ଆସିଲା ଲାଞ୍ଚ ନେବାର ଦୃଶ୍ୟ । ଏଭଳି ଘଟଣା ଦେଖିବାକୁ ମିଳିଛି ମୟୂରଭଂଜ ଜିଲ୍ଲା ମୋରାଡ଼ା ବ୍ଲକରେ । ଦୁର୍ନିତିର ଗନ୍ତାଘର ପାଲଟିଛି ମୟୂରଭଂଜ ଜିଲ୍ଲା । ମୋରାଡ଼ା ବ୍ଲକର କନିଷ୍ଠ ଯନ୍ତ୍ରୀ ଅଶୋକ କୁମାର ମାଝୀ ଖୁଲମଖୁଲା ଲାଞ୍ଚ ନେଉଥିବାର ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି । ଏହି ଭିଡିଓରେ ଅଶୋକ ଜଣେ ଠିକାଦାରଙ୍କ ଏକ କାର୍ୟ୍ୟର ବିଲ ପାସ କରିବା ପାଇଁ ଲାଞ୍ଚ ନେଉଥିବା ଦୃଶ୍ୟ କଏଦ ହୋଇଛି ।

ଯାହାକୁ ନେଇ ଅଞ୍ଚଳରେ ଏକ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ତେବେ ଏ ଘଟଣା ବାବଦରେ କନିଷ୍ଠ ଯନ୍ତ୍ରୀଙ୍କୁ ପଚାରିବାରୁ ସେ ଲାଞ୍ଚ ନେଇ ନଥିବା କହିଛନ୍ତି। ଏହି ଘଟଣାର ସତ୍ୟାସତ୍ୟ ଜାଣିବା ପାଇଁ ବିଡିଓଙ୍କ ସହିତ ଯୋଗାଯୋଗ କରିଥିଲେ ମଧ୍ୟ ମରୋଡା ବିଡ଼ିଓଙ୍କ ସହିତ ଭେଟ ହୋଇପାରି ନଥିଲା । ଫୋନ ଯୋଗେ ଏହି ଘଟଣାର ତଦନ୍ତକରି ଯଥାଶୀଘ୍ର କାର୍ୟ୍ୟନୁଷ୍ଠନ ଗ୍ରହଣ କରାଯିବ ବୋଲି କହିଛନ୍ତି ବିଡ଼ିଓ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି