Masthead

ବଢୁଛି ବର୍ଷା-ଅନୁଭବ ବିବାଦ

କଟକ (ବଡ଼ ଖବର ବ୍ୟୁରୋ): ଅନୁଭବ-ବର୍ଷାଙ୍କ ବିବାଦ ଦିନକୁ ଦିନ ବଢ଼ିବାରେ ଲାଗିଛି । ସୋସିଆଲ ମିଡ଼ିଆରେ ତାଙ୍କର ଭିଡ଼ିଓ ଭାଇରାଲ ହେଉଛି । ଯାହାକୁ ନେଇ ଅନେକ ଚର୍ଚ୍ଚା ହେଉଛି । ଉଭୟ ପରସ୍ପରକୁ ଦୋଷାରୋପ କରୁଛନ୍ତି । ଭିଡିଓରେ ଅନୁଭବ ଲକ୍ଷେ ବର୍ଷା ଆସିଲେ ବି ତାଙ୍କୁ ହରାଇ ପାରିବେ ନାହିଁ ବୋଲି କହୁଥିବାର ଦେଖାଦେଇଛି । । ପତ୍ନୀ ବର୍ଷା ଆଣିଥିବା ଘରୋଇ ହିଂସା ମାମଲାରେ ସେ ବ୍ୟକ୍ତିଗତ ଭାବେ ହାଜର ହୋଇ ନିଜର ଜବାବ ଦାଖଲ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା