Masthead

ଶଙ୍ଖ ଧରିଲେ ବର୍ଷା ପ୍ରିୟଦର୍ଶିନୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେଡିରେ ମିଶିଲେ ଓଲିଉଡର ଚର୍ଚ୍ଚିତ ନାୟିକା ବର୍ଷା ପ୍ରିୟଦର୍ଶିନୀ । ଗୁରୁବାର ବିଧିବଦ୍ଧ ଭାବେ ବିଜୁ ଜନତା ଦଳରେ ସାମିଲ ହେଇଛନ୍ତି ବର୍ଷା ପ୍ରିୟଦର୍ଶିନୀ । ସାଂସଦ ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ଶଙ୍ଖ ଧରିଛନ୍ତି ବର୍ଷା । ଗତ ସାଧାରଣ ନିର୍ବାଚନ ସମୟରେ ବର୍ଷା ମଧ୍ୟ ବିଜେଡି ପାଇଁ ପ୍ରଚାର କରିଥିଲେ । ହେଲେ ଏବେ କିନ୍ତୁ ସେ ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି